Masthead

ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ ହେଭିଓ୍ବେଟ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାର ଭୟଙ୍କର ରେଳ ଦୁର୍ଘଟଣା ଖବର ପାଇ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀ, କଂଗ୍ରେସର ରାଷ୍ଟ୍ରୀୟ ସଭାପତି, ରାହୁଲ ଗାନ୍ଧି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରମୁଖ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ମୃତ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କୁ ସମବେପଦନା ଜଣାଇବା ସହ ଆହତଯାତ୍ରୀମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଆହତମାନଙ୍କୁ ତୁରନ୍ତ ଉପଯୁକ୍ତ ସେବା ଯୋଗାଇ ଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ନିଦେ୍ର୍ଦଶ ଦେଇଛନ୍ତି । ଡାକ୍ତରଖାନାରେ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ପହଞ୍ଚô ସ୍ୱାସ୍ଥ୍ୟସେବାର ତଦାରଖ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ