Masthead

୬ରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୬ ତାରିଖ ସଂଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି । ୭ ତାରିଖରେ ପୁରୀ ରଥଯାତ୍ରାରେ ଅଂଶଗ୍ରହଣ କରିବେ । ୬ ସଂଧ୍ୟାରେ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ ।

୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବେ ରାଷ୍ଟ୍ରପତି । ୮ ଅପରାହ୍ନରେ ଡିଭାଇନ୍‌ ରିଟ୍ରିଟ୍‌ ସେଣ୍ଟର ଉଦ୍‌ଘାଟନ କରିବେ । ୯ ତାରିଖ ପୂର୍ବାହ୍ନରେ ନାଇଜର୍‌ କାର୍ଯ୍ୟକ୍ରମରେ ଯୋଗଦେବେ । ସେହିଦିନ ଅପରାହ୍ନରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ରାଷ୍ଟ୍ରପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ