Masthead

ରାଷ୍ଟ୍ରପତି ବୁଲିବେ ଶିମିଳିପାଳ, ଦୁଇ ଦିନ ବନ୍ଦ ରହିବ ଅଭୟାରଣ୍ୟ

ବାରିପଦା (ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତିଙ୍କ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କାର୍ଯ୍ୟକ୍ରମକୁ ଆଖି ଆଗରେ ରଖି ଶିମିଳିପାଳ ଅଭୟାରଣ୍ୟକୁ ଦୁଇ ଦିନ ବନ୍ଦ ରଖାଯାଇଛି । ଆସନ୍ତା ୪ ଓ ୫ ଦୁଇ ଦିନ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ କରାଯାଇଛି । ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡ. ପ୍ରକାଶ ଚାନ୍ଦ ଗୋଗିନାନୀ ସୂଚନା ଦେଇଛନ୍ତି ।

ଏନେଇ ବ୍ୟାଘ୍ର ପ୍ରକଳ୍ପ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାକୁ ଦୃଷ୍ଟିରେ ରଖି ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା, ଆତିଥ୍ୟସେବା ଓ ପରିଦର୍ଶନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି ବୋଲି ଶ୍ରୀ ଗୋଗିନେନୀ କହିଛନ୍ତି। ରାଷ୍ଟ୍ରପତି ଶ୍ରୀମତି ମୁର୍ମୁ ୫ତାରିଖ ପୂର୍ବାହ୍ନରେ ଯଶୀପୁର ହେଲିପ୍ୟାଡରୁ ଓହ୍ଲାଇ ସଡକ ପଥରେ ସ୍ବତନ୍ତ୍ର ଗାଡିରେ ଶିମିଳିପାଳ ଗସ୍ତ କରିବୋ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି