Masthead

ପ୍ରଭୁ ଲିଙ୍ଗରାଜଙ୍କୁ କ’ଣ ମାଗିଲେ ଲେଖିକି ଜଣାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରଭୁ ଲିଙ୍ଗରାଜଙ୍କୁ କ’ଣ ମାଗିଲେ ଲେଖିକି ଜଣାଇଲେ ରାଷ୍ଟ୍ରପତି । ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି ମହାମହିମ । ଦର୍ଶନ ପରେ ଭିଜିଟିଙ୍ଗ ନୋଟରେ ଲେଖିଛନ୍ତି, ‘ଆଜି ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ମନ୍ଦିରର ଶାନ୍ତ ଓ ସ୍ନିଗ୍ଧ ପରିବେଶ ମଧ୍ୟରେ ମହାପ୍ରଭୁଙ୍କୁ ଦର୍ଶନ କରି ମୁଁ ଦିବ୍ୟ ଆନନ୍ଦ ଲାଭ କରିଛି । ଦେଶବାସୀଙ୍କ ସୁଖ, ସମୃଦ୍ଧି ତଥା ବିଶ୍ୱ କଲ୍ୟାଣ ପାଇଁ ମୁଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।’ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବାପାଇଁ ଖାଲିପାଦରେ ଚାଲି ଚାଲି ଗଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ବରିଷ୍ଠ ଅଧିକାରୀମାନେ ମଧ୍ୟ ଖାଲି ପାଦରେ ଚାଲି ଚାଲି ଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା