Masthead

ପ୍ରଭୁ ଲିଙ୍ଗରାଜଙ୍କୁ କ’ଣ ମାଗିଲେ ଲେଖିକି ଜଣାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରଭୁ ଲିଙ୍ଗରାଜଙ୍କୁ କ’ଣ ମାଗିଲେ ଲେଖିକି ଜଣାଇଲେ ରାଷ୍ଟ୍ରପତି । ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି ମହାମହିମ । ଦର୍ଶନ ପରେ ଭିଜିଟିଙ୍ଗ ନୋଟରେ ଲେଖିଛନ୍ତି, ‘ଆଜି ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ମନ୍ଦିରର ଶାନ୍ତ ଓ ସ୍ନିଗ୍ଧ ପରିବେଶ ମଧ୍ୟରେ ମହାପ୍ରଭୁଙ୍କୁ ଦର୍ଶନ କରି ମୁଁ ଦିବ୍ୟ ଆନନ୍ଦ ଲାଭ କରିଛି । ଦେଶବାସୀଙ୍କ ସୁଖ, ସମୃଦ୍ଧି ତଥା ବିଶ୍ୱ କଲ୍ୟାଣ ପାଇଁ ମୁଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।’ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବାପାଇଁ ଖାଲିପାଦରେ ଚାଲି ଚାଲି ଗଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ବରିଷ୍ଠ ଅଧିକାରୀମାନେ ମଧ୍ୟ ଖାଲି ପାଦରେ ଚାଲି ଚାଲି ଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି