Masthead

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

(ବଡ଼ ଖବର ବ୍ୟୁରୋ): ଆଜି ନୂଆଁଖାଇ । ଉତ୍ସବମୁଖର ପଶ୍ଚିମ ଓଡ଼ିଶା । କୃଷି ଭିତ୍ତିକ ପର୍ବ ନୂଆଁଖାଇ ପାଇଁ ପୂର୍ବରୁ ସମସ୍ତ ପ୍ରସ୍ତୁତି ବି ଶେଷ ହୋଇଛି । ଘରେ ଘରେ ପରିବାର ପରିଜନଙ୍କ ସହ ଏକାଠି ହୋଇଛନ୍ତି ସମସ୍ତେ । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥୀରେ ପାଳନ କରାଯାଏ ନୂଆଁଖାଇ ।

ସମ୍ପୂର୍ଣ୍ଣ ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ । ଚାଷୀ ନିଜ କ୍ଷେତକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ଖେତରୁ ଆସି ଘରେ ପୂଜା କରିବା ପରେ ଘରର ବୈଜଷ୍ଠ ବ୍ୟକ୍ତିଙ୍କ ଠାରୁ ନେଇ ନୂଆଁ ଧାନରେ ପ୍ରସ୍ତୁତ ନବାନ୍ନ ଭୋଗକୁ ଖାଇଥାନ୍ତି ସମସ୍ତେ।

ପଶ୍ଚିମ ଓଡ଼ିଶା ନୂଆଁଖାଇ ପର୍ବ ପାଇଁ ଛୁଟୁଛି ଚାରିଆଡୁ ଶୁଭେଚ୍ଛାର ବାର୍ତ୍ତା । ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ସମେତ ଅମତି ଶାହ ଓ ଧର୍ମେନ୍ଦ୍ର ପ୍ରଧାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି