Before Header

ବାହାନଗାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

0 26

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):ବାହାନଗାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି । ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ।ବାୟୁସେନା ହେଲିକପ୍ଟରରେ ଆସିଲେ ପ୍ରଧାନମନ୍ତ୍ରୀ । ଦୁର୍ଘଟଣା ସ୍ଥଳରୁ ସ୍ଥିତି ଅନୁଧ୍ୟାନ କରିବା ସହିତ କ୍ଷତିଗ୍ରସ୍ତ ବଗି ବୁଲି ଦେଖିଲେ ପ୍ରଧାନମନ୍ତ୍ରୀ ।

 

Leave A Reply

Your email address will not be published.