Masthead

ମହିଳା ସଂରକ୍ଷଣ ବିଲକୁ ‘ନାରୀ ଶକ୍ତି ବନ୍ଦନ’ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶକୁ ମିଳିଛି ନୁଆ ସଂସଦ । ଏହା ସହ ଆଜି ଲୋକସଭାରେ ମହିଳା ସଂରକ୍ଷଣ ବିଲ ପାସ କରିଛନ୍ତି ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆ ସଂସଦ ଭବନରେ ପ୍ରଥମ କାର୍ଯ୍ୟ ଦିବସକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜାଦୀ କା ଅମୃତ କାଳର ଏହା ଉଷା କାଳ । ଆଜି ଆମେ ନୁଆ ସଦନରେ ପ୍ରବେଶ କରିଛୁ । ମହିଳା ସଶକ୍ତୀକରଣ ଦିଗରେ ଆଜିର ଦିନ ଐତିହାସିକ ହେବ । ମହିଳା ସଂରକ୍ଷଣ ଅଧିନିୟମ ଦ୍ୱାରା ନାରୀ ସଶକ୍ତିକରଣ ବଢିବ । ଐତିହାସିକ ମହିଳା ସଂରକ୍ଷଣ ବିଲକୁ ସମସ୍ତେ ସର୍ବସମ୍ମତ ପାରିତ କରନ୍ତିୁ ।

 

ପୁଣିଥରେ ଆମ ସରକାର ଏ ଦିଗରେ ପାଦ ବଢାଇଛନ୍ତ । ଆଜି ୧୯ ସେପ୍ଟେମ୍ବର ଏହି ତାରିଖ ଇତିହାସରେ ଅମରତ୍ୱ ପ୍ରାପ୍ତ କରିବାକୁ ଯାଉଛି । ମହିଳା ସଂରକ୍ଷଣ ବିଲ ନାରୀ ଶକ୍ତି ବନ୍ଦନ ଅଧିନିୟମ ହେବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ