Masthead

ମହିଳା ସଂରକ୍ଷଣ ବିଲକୁ ‘ନାରୀ ଶକ୍ତି ବନ୍ଦନ’ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶକୁ ମିଳିଛି ନୁଆ ସଂସଦ । ଏହା ସହ ଆଜି ଲୋକସଭାରେ ମହିଳା ସଂରକ୍ଷଣ ବିଲ ପାସ କରିଛନ୍ତି ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆ ସଂସଦ ଭବନରେ ପ୍ରଥମ କାର୍ଯ୍ୟ ଦିବସକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜାଦୀ କା ଅମୃତ କାଳର ଏହା ଉଷା କାଳ । ଆଜି ଆମେ ନୁଆ ସଦନରେ ପ୍ରବେଶ କରିଛୁ । ମହିଳା ସଶକ୍ତୀକରଣ ଦିଗରେ ଆଜିର ଦିନ ଐତିହାସିକ ହେବ । ମହିଳା ସଂରକ୍ଷଣ ଅଧିନିୟମ ଦ୍ୱାରା ନାରୀ ସଶକ୍ତିକରଣ ବଢିବ । ଐତିହାସିକ ମହିଳା ସଂରକ୍ଷଣ ବିଲକୁ ସମସ୍ତେ ସର୍ବସମ୍ମତ ପାରିତ କରନ୍ତିୁ ।

 

ପୁଣିଥରେ ଆମ ସରକାର ଏ ଦିଗରେ ପାଦ ବଢାଇଛନ୍ତ । ଆଜି ୧୯ ସେପ୍ଟେମ୍ବର ଏହି ତାରିଖ ଇତିହାସରେ ଅମରତ୍ୱ ପ୍ରାପ୍ତ କରିବାକୁ ଯାଉଛି । ମହିଳା ସଂରକ୍ଷଣ ବିଲ ନାରୀ ଶକ୍ତି ବନ୍ଦନ ଅଧିନିୟମ ହେବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତାମିଲନାଡୁ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି 🔴 ଶଙ୍ଖ ଧରିଲେ ସୁଜାତା କାର୍ତ୍ତିକେୟନ 🔴 ସୁଜାତା ମିଶିବା ପରେ ବିଜେଡି ଦୁଇଫାଳ! 🔴 ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ 🔴 ଭେନେଜୁଏଲାରେ ବ୍ୟାକ୍ ଟୁ ବ୍ୟାକ୍ ଭୂମିକମ୍ପ, ସୁନାମୀ ଆଲର୍ଟ 🔴 ୨୦ ଜିଲ୍ଲାରେ ଝଡ଼ବର୍ଷା! 🔴 ଶଙ୍ଖ ଧରିବେ ସୁଜତା 🔴 ଭୁଶୁଡିଲା ନିର୍ମାଣଧୀନ ଗୋଦାମ,ଫସିଗଲେ ୬୦ରୁ ଅଧିକ ଶ୍ରମିକ 🔴 ଆଇସିସିର ସଦ୍ୟତମ ଦିନିକିଆ (ODI) ରାଙ୍କିଙ୍ଗରେ ବିରାଟ କୋହଲିଙ୍କୁ ପଛରେ ପକାଇ ଶୁଭମନ ଗିଲ୍ ଦଖଲ କଲେ ଦ୍ୱିତୀୟ ସ୍ଥାନ 🔴 ପାଠ୍ୟପୁସ୍ତକରେ ମହାବିଭ୍ରାଟ, ତଦନ୍ତ କମିଟିର ପୂରୁଛି କଣ୍ଟ 🔴 ତାମିଲନାଡୁ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି 🔴 ଶଙ୍ଖ ଧରିଲେ ସୁଜାତା କାର୍ତ୍ତିକେୟନ 🔴 ସୁଜାତା ମିଶିବା ପରେ ବିଜେଡି ଦୁଇଫାଳ! 🔴 ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ 🔴 ଭେନେଜୁଏଲାରେ ବ୍ୟାକ୍ ଟୁ ବ୍ୟାକ୍ ଭୂମିକମ୍ପ, ସୁନାମୀ ଆଲର୍ଟ 🔴 ୨୦ ଜିଲ୍ଲାରେ ଝଡ଼ବର୍ଷା! 🔴 ଶଙ୍ଖ ଧରିବେ ସୁଜତା 🔴 ଭୁଶୁଡିଲା ନିର୍ମାଣଧୀନ ଗୋଦାମ,ଫସିଗଲେ ୬୦ରୁ ଅଧିକ ଶ୍ରମିକ 🔴 ଆଇସିସିର ସଦ୍ୟତମ ଦିନିକିଆ (ODI) ରାଙ୍କିଙ୍ଗରେ ବିରାଟ କୋହଲିଙ୍କୁ ପଛରେ ପକାଇ ଶୁଭମନ ଗିଲ୍ ଦଖଲ କଲେ ଦ୍ୱିତୀୟ ସ୍ଥାନ 🔴 ପାଠ୍ୟପୁସ୍ତକରେ ମହାବିଭ୍ରାଟ, ତଦନ୍ତ କମିଟିର ପୂରୁଛି କଣ୍ଟ