Masthead

ଦୀପାବଳି ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ଆଲୋକର ପର୍ବ ଦୀପାବଳି । ଏନେଇ ସାରା ଦେଶ ଉତ୍ସବ ମୁଖର ହୋଇ ଉଠିଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଦୀପାବଳିର ଶୁଭ ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ଏହି ଆଲୋକ ପର୍ବ ଆପଣଙ୍କ ଜୀବନରେ ସୁଖ ଓ ସମୃଦ୍ଧତା ଏବଂ ଶୁଭଫଳ ଆଣୁ ।

ସେପଟେ ଦୀପାବଳି ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଟ୍ୱିଟ କରି ଅଭିନନ୍ଦନ ଜଣାଇଛନ୍ତି । ତେବେ ସମସ୍ତଙ୍କୁ ବହୁତ ଶୁଭେଚ୍ଛା ଜଣାଉଛି । ଆଲୋକ ଏବଂ ସୁଖର ଏହି ମହାନ ପର୍ବ ସମସ୍ତଙ୍କ ଜୀବନକୁ ନୂତନ ଶକ୍ତି, ଆଲୋକ, ସ୍ୱାସ୍ଥ୍ୟ ଏବଂ ସମୃଦ୍ଧତା ସହିତ ଆଲୋକିତ କରୁ ବୋଲି ଗୃହମନ୍ତ୍ରୀ ଅମିତ ଶାହ ଟ୍ୱିଟ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି