Masthead

ନାମାଙ୍କନ ଭରିଲେ ପ୍ରଧାନମନ୍ତ୍ରୀ

ବାରଣାସୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବାରଣାସୀରୁ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ । ଏହା ପୂର୍ବରୁ ସେ ୨୦୧୪ ଓ ୨୦୧୯ରେ ବାରଣାସୀରୁ ନିର୍ବାଚନ ଜିତିଥିଲେ। ଆଜି ୩ୟ ଥର ପାଇଁ ବାରାଣସୀରୁ ନାମାଙ୍କନ ଭରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରିଟର୍ଣ୍ଣି ଅଫିସରଙ୍କ ନିକଟରେ ଦାଖଲ କରିଛନ୍ତି ପ୍ରାର୍ଥିପତ୍ର । ଏହି ସମୟରେ ପଣ୍ଡିତ ଗଣେଶ୍ୱର ଶାସ୍ତ୍ରୀଙ୍କ ସହ ୪ ଜଣ ପ୍ରସ୍ତାବକ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ