ପ୍ରଧାନମନ୍ତ୍ରୀ ସେନାବାହିନୀଙ୍କୁ ଅର୍ପଣ କଲେ ଅର୍ଜୁନ ମୁଖ୍ୟ ଯୁଦ୍ଧ ଟ୍ୟାଙ୍କ

ଚେନ୍ନାଇ (ବଡ଼ ଖବର): ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚେନ୍ନାଇଠାରେ ସେନାବାହିନୀକୁ ଅର୍ଜୁନ ମୁଖ୍ୟ ଯୁଦ୍ଧ ଟ୍ୟାଙ୍କ ଅର୍ପଣ କରିଛନ୍ତି। ଏହି ଟ୍ୟାଙ୍କ୍‍ ଚେନ୍ନାଇ କମ୍ବାଟ୍‍ ଭେହିକିଲ୍‍ ଗବେଷଣା ଓ ବିକାଶ ପ୍ରତିଷ୍ଠାନ, ଡିଆରଡିଓ ଓ ୧୫ଟି ଶିକ୍ଷାନୁଷ୍ଠାନ ଦ୍ୱାରା ନିର୍ମାଣ କରାଯାଇଛି। ସେନାବାହିନୀ ଏଭଳି ୧୧୮ଟି ଟ୍ୟାଙ୍କ୍‍ କ୍ରୟ କରିବାକୁ ଅର୍ଡର ଦେଇଛି। ତାମିଲନାଡୁ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ମଧ୍ୟ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

୩ ହଜାର ୭୭୦ କୋଟି ଟଙ୍କା ସମ୍ବଳିତ ଚେନ୍ନାଇ ମେଟ୍ରୋ ରେଳ ପ୍ରକଳ୍ପର ଦ୍ୱିତୀୟ ପର୍ୟ୍ୟାୟକୁ ଉଦ୍ଘା ଟନ କରିବା ସହ ଚେନ୍ନାଇ ତଟ ଓ ଆଟ୍ଟିପଟ୍ଟୁ ମଧ୍ୟରେ ଚତୁର୍ଥ ରେଳଲାଇନକୁ ଉଦ୍ଘାତଟନ କରିଛନ୍ତି। ଚେନ୍ନାଇ ବିଚ୍‍-ଆଟ୍ଟିପଟ୍ଟୁ ରେଳ ଲାଇନ୍ର୍ ବିଦ୍ୟୁତିକରଣ କାର୍ୟ୍ୟ ମଧ୍ୟ ଉଦ୍ଘାଦଟନ କରିଛନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ