Masthead

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସୁଛନ୍ତି । ବାଲେଶ୍ୱରରୁ ସ୍ଥିତି ଅନୁଧ୍ୟାନ କରିବେ ପ୍ରଧାନମନ୍ତ୍ରୀ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସିବେ ନରେନ୍ଦ୍ର ମୋଦି । କଟକ ଏସସିବିରେ ଆହତଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ । ଘଟଣାସ୍ଥଳରେ ସ୍ଥିତି ଅନୁଧ୍ୟାନ ପରେ ଭୁବନେଶ୍ୱରରେ ବୈଠକ କରିପାରନ୍ତି ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା