Before Header

ଚଳିତ ମାସ ଆମେରିକା ଗସ୍ତ କରିପାରନ୍ତି ପ୍ରଧାନମନ୍ତ୍ରୀ

0 15

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସ ଆମେରିକା ଗସ୍ତ କରିପାରନ୍ତି । ତେବେ ସେପ୍ଟେମ୍ବର ୨୩ ଓ ୨୪ ତାରିଖରେ ମୋଦିଙ୍କର ଦୁଇ ଦିନିଆ ଗସ୍ତ କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ମିଳିଛି । ଏନେଇ ଅଫିସିଆଲ ଭାବରେ କୌଣସି ଘୋଷଣା କରାଯାଇନଥିବାର ଦେଖିବାକୁ ମିଳିଛି ।

ଏନଆଇ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ମୋଦି ଚଳିତ ମାସ ମଧ୍ୟଭାଗରେ ଆମେରିକା ଗସ୍ତ କରିବାର ସମ୍ଭାବନା ରହିଛି । ଅନ୍ୟପଟେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ହେବା ପରେ ଏହା ପ୍ରଧାନମନ୍ତ୍ରୀଙ୍କର ପ୍ରଥମ ଗସ୍ତ ହେବାକୁ ଯାଉଛି ।

Leave A Reply

Your email address will not be published.