Masthead

ପ୍ରଧାନମନ୍ତ୍ରୀ ଜାରି କଲେ ରାମମନ୍ଦିର ଡାକ ଟିକଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀରାମ ଜନ୍ମଭୂମି ମନ୍ଦିର ଉପରେ ଏକ ସ୍ମାରକ ଡାକ ଟିକେଟ୍‌ ଉନ୍ମୋଚନ କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ସାରା ବିଶ୍ୱରେ ପ୍ରଭୁ ରାମଙ୍କ ଉପରେ ପ୍ରକାଶିତ ଷ୍ଟାମ୍ପଗୁଡ଼ିକର ଏକ ପୁସ୍ତକ ମଧ୍ୟ ପ୍ରକାଶ କରିଛନ୍ତି । ୪୮ ପେଜ୍‌ର ଏହି ପୁସ୍ତକରେ ୨୦ ଦେଶର ଟିକେଟ୍‌ ରହିଛି। ପ୍ରଧାନମନ୍ତ୍ରୀ ମୋଦି ୬ଟି ଡାକ ଟିକେଟ୍‌ ଜାରି କରିଛନ୍ତି। ଏହି ଟିକଟରେ ରାମ ମନ୍ଦିର, ଚୌପାଇ ମଙ୍ଗଳ ଭବନ ଅମଙ୍ଗଲ ହରି, ସୂର୍ଯ୍ୟ, ସରଯୁ ନଦୀ ଏବଂ ମନ୍ଦିର ଓ ଏହାର ଆଖପାଖରେ ଥିବା ମୂର୍ତ୍ତିଗୁଡ଼ିକୁ ଦର୍ଶାଯାଇଛି। ବିଭିନ୍ନ ସମାଜ ଉପରେ ଶ୍ରୀରାମଙ୍କ ଆନ୍ତର୍ଜାତିକ ଆକର୍ଷଣକୁ ପ୍ରଦର୍ଶିତ କରିବା ପାଇଁ ଏହି ଷ୍ଟାମ୍ପ ବୁକ୍ ଏକ ପ୍ରୟାସ। ୪୮ ପୃଷ୍ଠାର ଏହି ପୁସ୍ତକରେ ଆମେରିକା, ନ୍ୟୁଜିଲାଣ୍ଡ, ସିଙ୍ଗାପୁର, କାନାଡା, କାମ୍ବୋଡିଆ ଏବଂ ଜାତିସଂଘ ଭଳି ସଂଗଠନ ସମେତ ୨୦ରୁ ଅଧିକ ଦେଶ ଜାରି କରିଥିବା ଷ୍ଟାମ୍ପ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି