Masthead

କୋଭିଡ କୋଭାକ୍ସିନର ଦ୍ୱିତୀୟ ଡୋଜ ନେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢବାରେ ଲାଗିଛି । ତା ମଧ୍ୟରେ ଗୁରୁବାର କୋଭିଡ କୋଭାକ୍ସିନର ଦ୍ୱିତୀୟ ଡୋଜ ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦିଲ୍ଲୀ ଏମ୍ସରେ କୋଭାକ୍ସିନ ନେବା ସହ ଲୋକଙ୍କୁ ଭ୍ୟାକ୍ସିନ ନେବା ପାଇଁ ପ୍ରଧାନମନ୍ତ୍ରୀ ଅନୁରୋଧ କରିଛନ୍ତି । ଭୂତାଣୁକୁ ହରାଇବା ଲାଗି ଟିକାକରଣ ଏକ ମାତ୍ର ଉପାୟ । ମୋଦୀ କରୋନା ଟିକାର ଦ୍ୱିତୀୟ ଡୋଜ ପୁଡୁଚେରୀର ନର୍ସ ପି ନିବେଦା ଦେଇଥିବା ବେଳେ ତାଙ୍କ ସହିତ ପଞ୍ଜାବର ନର୍ସ ନିଶା ଶର୍ମା ଉପସ୍ଥିତ ଥିଲେ ।

ପ୍ରଧାନମନ୍ତ୍ରୀ ମୋଦୀ କରୋନା ଟିକାର ପ୍ରଥମ ଡୋଜ ମାର୍ଚ୍ଚ ୧ରେ ନେଇଥିଲେ । ସେତେବେଳେ ବି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଚାନକ ଦିଲ୍ଲୀସ୍ଥିତ ଏମ୍ସରେ ପହଞ୍ଚି ଭାରତ ବାୟୋଟେକର କୋଭାକ୍ସିନ ଟିକା ନେଇଥିଲେ । ଦିଲ୍ଲୀ ଏମ୍ସରେ କାର୍ୟ୍ୟରତ ପୁଡୁଚେରୀର ନର୍ସ ପି,ନିବେଦା ମୋଦୀଙ୍କୁ କୋଭିଡ ଟିକାର ପ୍ରଥମ ଡୋଜ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା