Masthead

ଜି-୨୦ ନେତାଙ୍କ ବୈଠକରେ ଯୋଗଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନର ପରିସ୍ଥିତି ସମ୍ପର୍କରେ ଆଜି ଜି-୨୦ ନେତାମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାର ସୂଚନା ମିଳିଛି । ଭର୍ଚ୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀରେ ତାଲିବାନ କ୍ଷମତାକୁ ଆସିବା ପରର ପରିସ୍ଥିତିକୁ ନେଇ ଆଲୋଚନା ହେବ ବୋଲି ଆଶା କରାଯାଉଛି ।

ଅନ୍ୟପଟେ ଏହି ବୈଠକରେ ଆଫଗାନିସ୍ତାନର ସୁରକ୍ଷା ପରିସ୍ଥିତି, ଆତଙ୍କବାଦ ବିରୋଧରେ ଲଢେଇ ଏବଂ ମାନବିକ ଅଧିକାର ଭଳି ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା ହେବାକୁ ଯାଉଛି ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା