ଜି-୨୦ ନେତାଙ୍କ ବୈଠକରେ ଯୋଗଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନର ପରିସ୍ଥିତି ସମ୍ପର୍କରେ ଆଜି ଜି-୨୦ ନେତାମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାର ସୂଚନା ମିଳିଛି । ଭର୍ଚ୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀରେ ତାଲିବାନ କ୍ଷମତାକୁ ଆସିବା ପରର ପରିସ୍ଥିତିକୁ ନେଇ ଆଲୋଚନା ହେବ ବୋଲି ଆଶା କରାଯାଉଛି ।

ଅନ୍ୟପଟେ ଏହି ବୈଠକରେ ଆଫଗାନିସ୍ତାନର ସୁରକ୍ଷା ପରିସ୍ଥିତି, ଆତଙ୍କବାଦ ବିରୋଧରେ ଲଢେଇ ଏବଂ ମାନବିକ ଅଧିକାର ଭଳି ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା ହେବାକୁ ଯାଉଛି ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ