Masthead

ଯବାନଙ୍କ ସହ ଦୀପାବଳି ପାଳିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): : ଆଜି ଆଲୋକର ପର୍ବ ଦୀପାବଳି । ଏନେଇ ସାରା ଦେଶ ଉତ୍ସବ ମୁଖର ହୋଇ ଉଠିଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଦୀପାବଳିର ଶୁଭ ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ଏହି ଆଲୋକ ପର୍ବ ଆପଣଙ୍କ ଜୀବନରେ ସୁଖ ଓ ସମୃଦ୍ଧତା ଏବଂ ଶୁଭଫଳ ଆଣୁ । ଆଜି ମୋଦି ଜମ୍ମୁ -କାଶ୍ମୀର ଗସ୍ତ କରିବେ । ସେଠାରେ ପ୍ରଧାନମନ୍ତ୍ରୀ ମୋଦି ଯବାନଙ୍କ ସହ ଦୀପାବଳି ପାଳନ କରିବେ ।

ପ୍ରଧାନମନ୍ତ୍ରୀ ଜାମ୍ମୁ-କାଶ୍ମୀର ପୁଞ୍ଚ୍ ଗସ୍ତ କରିପାରନ୍ତି । ସେହିପରି ଲଦାଖ ଗସ୍ତ କରିବା ନେଇ ମଧ୍ୟ ସମ୍ଭାବନା ରହିଛି । ୨୦୧୪ରୁ ପ୍ରଧାନମନ୍ତ୍ରୀ ସବୁ ଦୀପାବଳିରେ ଯବାନଙ୍କ ସହ ପାଳନ କରୁଛନ୍ତି । ତେବେ ରଜୌରୀ ଗସ୍ତ ପୂର୍ବରୁ ମୋଦି ଟ୍ୱିଟ କରିଛନ୍ତି । ଟ୍ୱିଟ କରି ସେ କହିଛନ୍ତିକି ଦୀପାବଳି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ଏହି ଦିନ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରି ଦେଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା