Masthead

ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । କାଲି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ । ଏଥିସହ ଭୁବନେଶ୍ବରରେ ମଧ୍ୟ ରାତ୍ରୀଯାପନ କରିବେ ବୋଲି ଜଣାପଡିଛି। ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଏକ ସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ଅନ୍ୟପଟେ ଆଜି ଓଡ଼ିଶାରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର। ସେହିପରି ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଆସନ୍ତାକାଲି ଓଡ଼ିଶା ଆସବାର କାର୍ୟ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା