Masthead

ଡିଜିଟାଲ ସ୍ୱାସ୍ଥ୍ୟ ମିଶନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠାରୁ ସାରା ଦେଶରେ ଲାଗୁ ହେବ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡ଼ିଓ କନଫରେନ୍ସିଂ ଜରିଆରେ ଏହାର ଶୁଭାରମ୍ଭ କରିବେ । ଏବେ ୬ଟି କେନ୍ଦ୍ରଶାସିତ ଅଞ୍ଚଳରେ ଏହା ପାଇଲଟ୍‌ ଭିତ୍ତିରେ କାର୍ୟ୍ୟକାରୀ ହେଉଛି ।

ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ କୁହାଯାଇଛି ଯେ ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ମୋଦି ସକାଳ ୧୧ଟାରେ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଶୁଭାରମ୍ଭ କରିବେ । ଏହା ପରେ ସେ ଦେଶବାସୀଙ୍କୁ ଉଦବୋଧନ ଦେବେ ବୋଲି ସୂଚନା ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା