Before Header

ଡିଜିଟାଲ ସ୍ୱାସ୍ଥ୍ୟ ମିଶନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

0 41

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠାରୁ ସାରା ଦେଶରେ ଲାଗୁ ହେବ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡ଼ିଓ କନଫରେନ୍ସିଂ ଜରିଆରେ ଏହାର ଶୁଭାରମ୍ଭ କରିବେ । ଏବେ ୬ଟି କେନ୍ଦ୍ରଶାସିତ ଅଞ୍ଚଳରେ ଏହା ପାଇଲଟ୍‌ ଭିତ୍ତିରେ କାର୍ୟ୍ୟକାରୀ ହେଉଛି ।

ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ କୁହାଯାଇଛି ଯେ ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ମୋଦି ସକାଳ ୧୧ଟାରେ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଶୁଭାରମ୍ଭ କରିବେ । ଏହା ପରେ ସେ ଦେଶବାସୀଙ୍କୁ ଉଦବୋଧନ ଦେବେ ବୋଲି ସୂଚନା ମିଳିଛି ।

 

Leave A Reply

Your email address will not be published.