Masthead

ତୃତୀୟ ଲହରକୁ ନେଇ ଆଜି ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଗାମୀ କିଛି ଦିନ ମଧ୍ୟରେ ଦେଶରେ ସମ୍ଭାବ୍ୟ ତୃତୀୟ ଲହର ଆଶଙ୍କା ନେଇ ଜାତୀୟ ବିପର୍ଯ୍ୟୟ ପ୍ରଶମନ ସଂସ୍ଥାନର ରିପୋର୍ଟ ପରେ ପ୍ରଧାନମନ୍ତ୍ରୀ ଡାକିଲେ ଉଚ୍ଚସ୍ତରୀୟ ବୈଠକ । ବୈଠକ ମଙ୍ଗଳବାର ଅପରାହ୍ନ ୩ ଟା ୩୦ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ବସିବ । ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ, ଗୃହମନ୍ତ୍ରୀ, ବିଭିନ୍ନ ମନ୍ତ୍ରଣାଳୟର ଅଧିକାରୀ, ନୀତି ଆୟୋଗ ସଦସ୍ୟ ଓ ସ୍ବାସ୍ଥ୍ୟ ବିଶେଷଜ୍ଞ ହେବେ ସାମିଲ ।

ସମ୍ଭାବ୍ୟ ତୃତୀୟ ଲହର ପାଇଁ କ’ଣ ପ୍ରସ୍ତୁତି ଆବଶ୍ୟକ, କିଭଳି ମୁକାବିଲା କରାଯିବ ତାହାର ପରାମର୍ଶ ଦିଆଯାଇଛି । ରିପୋର୍ଟ ପାଇବା ପରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଏକ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ବୈଠକରେ ପ୍ରଥମତଃ ଦେଶରେ କୋଭିଡ ସ୍ଥିତି, ଟୀକାକରଣ, ଶିଶୁ ମାନଙ୍କ ସୁରକ୍ଷା ପାଇଁ ପଦକ୍ଷେପ ନେଇ ସମୀକ୍ଷା କରିବେ । ପରେ ସାମ୍ଭାବ୍ୟ ତୃତୀୟ ଲହର ନେଇ କ’ଣ କରାଯିବା ଆବଶ୍ୟକ ସେନେଇ ବିଶେଷଜ୍ଞଙ୍କ ସହ ଆଲୋଚନା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା