Masthead

ତୃତୀୟ ଲହର ଆଶଙ୍କାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । କରୋନାର ଦ୍ୱିତୀୟ ଲହରରେ ସୁଧାର ଆସିବା ପରେ ତୃତୀୟ ଲହରକୁ ନେଇ ଚିନ୍ତାରେ ଦେଶବାସୀ । ତୃତୀୟ ଲହର ଆଶଙ୍କା ଭିତରେ ଦେଶର କୋଭିଡ୍ ସ୍ଥିତି ନେଇ ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଏଥିସହ ଦେଶରେ ଟିକାକରଣ କେମିତି ଚାଲିଛି ତାହା ବୁଝିଛନ୍ତି । ଦେଶରେ ଜନସଂଖ୍ୟାର ଅଧାରୁ ଅଧିକ ଲୋକ ଟିକାର ଗୋଟିଏ ଡୋଜ୍ ନେଇ ସାରିଲେଣି । ୧୮ ପ୍ରତିଶତ ଲୋକ ଦୁଇଟି ଡୋଜ୍ ନେଇ ସାରିଲେଣି ବୋଲି ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଛି ।

ଆଗକୁ ତୃତୀୟ ଲହର ଆଶଙ୍କା ଥିବାରୁ ଅକ୍ସଜେନ ଯୋଗାଣ, ଜିନମ ସିକ୍ୟୁଏସନସିଂ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହ ଆଗକୁ ପାର୍ବଣ ଆସୁଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ