Masthead

କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଚିହ୍ନଟ, ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଶ୍ୱସ୍ତରରେ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହେବା ନେଇ ରିପୋର୍ଟ ପ୍ରକାଶ ପାଇଛି । ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ର ଏକ ଉଚ୍ଚସ୍ତରୀୟ ବୈଠକ କରି ସ୍ଥିତିି ସମୀକ୍ଷା କରିଛନ୍ତି । ସାର୍ସା-କୋଭ-୨ ନାମରେ ଏକ ନୂଆ ଭାରିଆଣ୍ଟ ଆସିଛି । ବିଏ.୨.୮୬ ପିରୋଲା ଏବଂ ଏରିସର ସଂକ୍ରମଣ ସମେତ ବିଶ୍ୱରେ କୋଭିଡ ପରିସ୍ଥିତି ସମ୍ପର୍କରେ ଏହି ବୈଠକରେ ସଚିବ ତଥ୍ୟ ପ୍ରଦାନ କରିଥିଲେ ।

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ତଥ୍ୟ ଅନୁଯାୟୀ ୫୦ରୁ ଅଧିକ ଦେଶରେ ଏରିସ ଭାରିଆଣ୍ଟ ଚିହ୍ନଟ ହୋଇଛି ଏବଂ ଚାରୋଟି ଦେଶରେ ପିରୋଲା ଚିହ୍ନଟ କରାଯାଇଛି । ସମୀକ୍ଷା ପରେ ଡକ୍ଟର ମିଶ୍ର କହିଛନ୍ତି ଯେ ଦେଶରେ କରୋନା ସ୍ଥିତି ସ୍ଥିର ରହିଛି ଏବଂ ଜନସ୍ୱାସ୍ଥ୍ୟ ବିଭାଗକୁ ପ୍ରସ୍ତୁତ ରଖାଯାଇଛି । ବିଶ୍ୱରେ ନୂଆ କରୋନା ଭୂତାଣୁ ପ୍ରତିରୂପ ଉପରେ ବିଶେଷ ଧ୍ୟାନ ଦେବାର ଆବାଶ୍ୟକତା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର