ପାଚେରୀ ଡେଇଁ କଏଦୀ ଚମ୍ପଟ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ମୁଖ୍ୟ କାରାଗାର ପାଚେରି ଡେଇଁ ଦୁଇ କଏଦୀ ଫେରାର। କଏଦୀଙ୍କ ନାମ ସିକନ୍ଦର ଜାଲ ଓ ନୀଳମଣି ବିଭାର। ଦୁଇ ଜଣ ପୋସ୍କୋ ଏକ୍ଟରେ କାରାଗାରରେ ଥିଲେ। ସକାଳୁ ବଗିଚା କାମ କରୁଥିବା ବେଳେ ପାଚେରୀ ଦେଇ ଚମ୍ପଟ ମାରିଥିଲେ କଏଦୀ। ଭବାନୀପାଟଣା ମୁଖ୍ୟ କାରାଗାରରୁ ଦୁଇ କଏଦୀ ଚମ୍ପଟ ମାରିଛନ୍ତି ।

ଖବର ଅନୁଯାୟୀ, ରବିବାର ସକାଳୁ ବଗିଚା କାମ କରୁଥିଲେ କଏଦୀ । ଏହି ସମୟରେ ସୁଯୋଗ ଦେଖି ଦୁଇ ଜଣ କଏଦୀ ଜେଲର ପାଚେରୀ ଡେଇଁ ଚମ୍ପଟ ମାରିଛନ୍ତି । ଜଣେ ଫେବୃଆରୀରେ ଆସିଥିବା ବେଳେ ଆଉ ଜଣେ ମାର୍ଚ୍ଚରେ ଜେଲକୁ ଆସିଥିଲେ । ତେବେ କଏଦୀ ଫେରାର ହେବା ପରେ ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଚଢାଉ ଚାଲିଛି । କଏଦୀଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!