Masthead

ପୁରୀ ବାଇପାସ ରାସ୍ତା ଆଲୋକିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକାର୍ପଣ ହେଲା ବହୁପ୍ରତିକ୍ଷିତ ପୁରୀ-ଭୁବନେଶ୍ୱର ବାଇପାସ୍‌ ଷ୍ଟ୍ରିଟ୍ ଲାଇଟ ପ୍ରକଳ୍ପ । ୧୨ କିଲୋମିଟର ଦୀର୍ଘ ରାସ୍ତା ହେଲା ଆଲୋକୀକରଣ । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲୋକାର୍ପଣ କରିଛନ୍ତି । ହାଇଟେକ୍ ଛକ ଠାରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ ଏହି ଆଲୋକୀ କରଣ କରାଯାଇଛି । ଏଥିରେ ୩୮୭ ଲାଇଟ ଖୁଣ୍ଟ ଥିବାବେଳେ ୪ଟି ହାଇମାଷ୍ଟ ଲାଇଟ ଲାଗିଛି । ବିଦ୍ୟୁତ ନିୟନ୍ତ୍ରଣ ପାଇଁ ୪ଟି ଟ୍ରାନସ୍ଫର୍ମରର ବ୍ୟବସ୍ଥା କରାଯାଇଛି । ୨୦୧୭ରେ ଏହି ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିଲା । ଏହି ବୃହତ ଆଲୋକୀକରଣ ପ୍ରକଳ୍ପ ପାଇଁ ସମୁଦାୟ ୩ କୋଟି ଟଙ୍କା ଖର୍ଚ୍ଚ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି