Masthead

ପ୍ରତିଶ୍ରୁତି ରଖିଲେରେଳମନ୍ତ୍ରୀ, ବାହାନଗାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ପାଇଁ ୧ କୋଟି ଟଙ୍କା ପ୍ରଦାନ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ):   ବାହାନଗାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ପାଇଁ ୧ କୋଟି ଟଙ୍କା ପ୍ରଦାନ । ନିଜ ସାଂସଦ ପାଣ୍ଠି ରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବାହାନଗା ବାସୀଙ୍କୁ ଦେଲେ ଭେଟି । ଦୁର୍ଘଟଣା ପରେ ରେଳ ମନ୍ତ୍ରୀ ବାହାନଗା ବାସୀଙ୍କୁ ଦେଇଥିଲେ ପ୍ରତିଶୃତି । ଯାହାର ପ୍ରତିଶ୍ରୁତି ପୂରଣ କରିଛନ୍ତି ଅଶ୍ୱିନୀ ବୈଷ୍ଣବ । ପୁର୍ବରୁ ବାଲେଶ୍ଵର ମେଡିକାଲକୁ ଏକ ଲାଇଫ ସପୋର୍ଟ ଆମ୍ବୁଲାନ୍ସ ପାଇଁ ରେଳ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ।ଯାହାକୁ ପୂରଣ କରିବାକୁ ଯାଇ ଆଡ଼ଭାନ୍ସ ଲାଇଫ ସପୋର୍ଟ ଆମ୍ବୁଲାନ୍ସ ପାଇଁ ୩୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ସେହିପରି ବାଲେଶ୍ୱର ଚକ୍ଷୁ ହସ୍ପିଟାଲ ରେ ମୋଡ଼ୁଲାର ଅପରେସନ ଥିଏଟର ପାଇଁ ୨୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି ।ବାହାନଗା ଟ୍ରେନ ଦୁର୍ଘଟଣା ପରେ ରେଳ ମନ୍ତ୍ରୀ ସର୍ବମୋଟ ୧ କୋଟି ୫୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ