Masthead

ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ରେଳଷ୍ଟେସନର ତଦାରଖ କରିବେ ରେଳମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ରେଳଷ୍ଟେସନର ତଦାରଖ କରିବା ସହ ତୀର୍ଥଯାତ୍ରୀଙ୍କ ପାଇଁ କରାଯାଇଥିବା ବିଭିନ୍ନ ସୁବିଧା ଓ ବ୍ୟବସ୍ଥା ସମୀକ୍ଷା କରିବେ । ଜୁନ ୨୦ ପୂର୍ବାହ୍ନରେ ରଥଯାତ୍ରା ଦେଖି ବାଲେଶ୍ୱର ବାହାନଗା ଯାଇ ସ୍ଥାନୀୟ ଲୋକଙ୍କ ସହ କଥାବାର୍ତ୍ତା କରିବେ । ଅପରାହ୍ନରେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନା ଏବଂ ଜିଲ୍ଲା ପ୍ରଶାସନ ଅଧିକାରୀଙ୍କ ସହ ଆଲୋଚନା କରିବେ । ଏହା ବ୍ୟତୀତ ରେଳ ଷ୍ଟେସନର ବିକାଶ ଯାଞ୍ଚ କରିବା ସହ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା