Masthead

ବଦଳିଲା ରାଜୀବ ଗାନ୍ଧି ଖେଳରତ୍ନ ପୁରସ୍କାର ନାମ

(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାର ରାଜୀବ ଗାନ୍ଧି ଖେଳ ରତ୍ନ ପୁରସ୍କାର ନାମ ପରିବର୍ତ୍ତନ କରିଛନ୍ତି । ହକିର ଯାଦୁଗର କୁହାଯାଉଥିବା ମେଜର ଧ୍ୟାନଚାନ୍ଦଙ୍କ ନାମରେ ସରକାର ଏହାର ନାମ ରଖିଛନ୍ତି । ପ୍ରଧାନମନ୍ତ୍ରୀ ଶୁକ୍ରବାର ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟରେ ଲେଖିଛନ୍ତି “ଦେଶକୁ ଗର୍ବିତ କରିଥିବା ଦୁହୂର୍ତ୍ତ ମଧ୍ୟରେ ଅନେକ ଦେଶବାସୀଙ୍କ ଅନୁରୋଧ ମଧ୍ୟ ସାମ୍ନାକୁ ଆସିଛି ଯେ, ଖେଳରତ୍ନ ପୁରସ୍କାର ନାମ ମେଜର ଧ୍ୟାନଚ।ନ୍ଦଙ୍କ ନାମରେ ଉତ୍ସର୍ଗ କରାଯିବ ଉଚିତ । ଲୋକଙ୍କ ଭାବନାକୁ ବିଚାରକୁ ନେଇ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

ହକିର ଯାଦୁଗର କୁହାଯାଉଥିବା ମେଜର ଧ୍ୟାନଚାନ୍ଦ ହକିରେ ଅବିଶ୍ୱନୀୟ ଅବଦାନ ରଖିଛନ୍ତି । ସେ ତାଙ୍କର ଶେଷ ଅଲିମ୍ପିକ୍ସରେ (ବର୍ଳିନ ୧୯୩୬) ମୋଟ ୧୩ ଗୋଲ ସ୍କୋର କରିଥିଲେ । ସେହିପରି ଧ୍ୟାନ ଚାନ୍ଦ ଆମଷ୍ଟରଡାମ, ଲସ୍ ଆଞ୍ଜେଲସ୍ ଏବଂ ବର୍ଲିନ ଅଲିମ୍ପିକ୍ସରେ ମୋଟ ୩୯ଟି ଗୋଲ ସ୍କୋର କରିଥିଲେ । ଯାହା ତାଙ୍କର ଉକ୍ରୃଷ୍ଟ ପ୍ରଦର୍ଶନକୁ ଦର୍ଶାଉଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା