Masthead

ବଦଳିଲା ରାଜୀବ ଗାନ୍ଧି ଖେଳରତ୍ନ ପୁରସ୍କାର ନାମ

(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାର ରାଜୀବ ଗାନ୍ଧି ଖେଳ ରତ୍ନ ପୁରସ୍କାର ନାମ ପରିବର୍ତ୍ତନ କରିଛନ୍ତି । ହକିର ଯାଦୁଗର କୁହାଯାଉଥିବା ମେଜର ଧ୍ୟାନଚାନ୍ଦଙ୍କ ନାମରେ ସରକାର ଏହାର ନାମ ରଖିଛନ୍ତି । ପ୍ରଧାନମନ୍ତ୍ରୀ ଶୁକ୍ରବାର ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟରେ ଲେଖିଛନ୍ତି “ଦେଶକୁ ଗର୍ବିତ କରିଥିବା ଦୁହୂର୍ତ୍ତ ମଧ୍ୟରେ ଅନେକ ଦେଶବାସୀଙ୍କ ଅନୁରୋଧ ମଧ୍ୟ ସାମ୍ନାକୁ ଆସିଛି ଯେ, ଖେଳରତ୍ନ ପୁରସ୍କାର ନାମ ମେଜର ଧ୍ୟାନଚ।ନ୍ଦଙ୍କ ନାମରେ ଉତ୍ସର୍ଗ କରାଯିବ ଉଚିତ । ଲୋକଙ୍କ ଭାବନାକୁ ବିଚାରକୁ ନେଇ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

ହକିର ଯାଦୁଗର କୁହାଯାଉଥିବା ମେଜର ଧ୍ୟାନଚାନ୍ଦ ହକିରେ ଅବିଶ୍ୱନୀୟ ଅବଦାନ ରଖିଛନ୍ତି । ସେ ତାଙ୍କର ଶେଷ ଅଲିମ୍ପିକ୍ସରେ (ବର୍ଳିନ ୧୯୩୬) ମୋଟ ୧୩ ଗୋଲ ସ୍କୋର କରିଥିଲେ । ସେହିପରି ଧ୍ୟାନ ଚାନ୍ଦ ଆମଷ୍ଟରଡାମ, ଲସ୍ ଆଞ୍ଜେଲସ୍ ଏବଂ ବର୍ଲିନ ଅଲିମ୍ପିକ୍ସରେ ମୋଟ ୩୯ଟି ଗୋଲ ସ୍କୋର କରିଥିଲେ । ଯାହା ତାଙ୍କର ଉକ୍ରୃଷ୍ଟ ପ୍ରଦର୍ଶନକୁ ଦର୍ଶାଉଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ