Masthead

ଇଞ୍ଜିନିୟରିଂରେ ଯୋଡି ହେବ ରାମାୟଣ,ମହାଭାରତ

(ବଡ଼ ଖବର ବ୍ୟୁରୋ): ଇଞ୍ଜିନିୟରିଂ ପାଠ୍ୟକ୍ରମରେ ଯୋଡି ହେବ ରାମାୟଣ ଓ ମହାଭାରତ । ଏନେଇ ଘୋଷଣା କରିଛନ୍ତି ମଧ୍ୟପ୍ରଦେଶ ସରକାର । ବୈଷୟିକ ଶିକ୍ଷାରେ ସାଂସ୍କୃତିକ ବିଭବ ଭର୍ତ୍ତି କରିବାକୁ ଯାଇ ମଧ୍ୟପ୍ରଦେଶ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କ ପାଠ୍ୟକ୍ରମରେ ମହାଭାରତ, ରାମାୟଣ ଓ ରାମଚରିତ ମାନସ ଭର୍ତ୍ତି କରାଯାଇଥିବା ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।

ଏ ବିଷୟରେ ସୂଚନା ଦେଇ ମଧ୍ୟପ୍ରଦେଶ ଉଚ୍ଚଶିକ୍ଷା ମନ୍ତ୍ରୀ ମୋହନ ଯାଦବ କହିଛନ୍ତି ଯେ ଏଥିରେ କିଛି ଭୁଲ ନାହିଁ। ଭଗବାନ ରାମଚନ୍ଦ୍ରଙ୍କ ଚରିତ୍ର ଓ ସମସାମୟିକ କାର୍ଯ୍ୟଧାରା ବିଷୟରେ ଯିଏ ଜାଣିବାକୁ ଚାହିଁବ, ଇଂଜିନିୟରିଂ ପଢ଼ା ଭିତରେ ବି ସେ ତାହା କରିପାରିବ। ସେ ପୁଣି କହିଛନ୍ତି ଯେ ନୂତନ ଜାତୀୟ ଶିକ୍ଷା ନୀତି ଅନୁସାରେ ରଖି ଏହି ପଦକ୍ଷେପ ନିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା