Masthead

କମୁଛି ସଂକ୍ରମଣ ହାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଶ୍ୱସ୍ତିକର ଖବର । ରାଜ୍ୟରେ କମୁଛି ସଂକ୍ରମଣର ହାର । ପ୍ରତିଦିନ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୧୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୨୧୧୧ରେ ପହଞ୍ଚିଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୫୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୯୨୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୨୧୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୭୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୨୩୨୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୪୯୧୫୫୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI