Masthead

ରଥ ବୈଠକ, ଭର୍ଚ୍ଚୁଆଲରେ ଯୋଡ଼ି ହେବେ ମୁଖ୍ୟମନ୍ତ୍ରୀ

ପୁରୀ (ବଡ଼ ଖବର ବ୍ୟୁରୋ):  ଥଯାତ୍ରା ପାଇଁ ଆଜି ବସିବ ଶେଷ ସମନ୍ୱୟ ବୈଠକ । ଭର୍ଚ୍ଚୁଆଲରେ ଯୋଡି ହୋଇ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଘୋଷଯାତ୍ରା କିଭଳି ସୁରୁଖୁରୁରେ ପରିଚାଳନା ହେବ ସେ ନେଇ ଆଲୋଚନା କରାଯିବ । ସକାଳ ୧୧ଟାରେ ପୁରୀ ଟାଉନ ହଲରେ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ । ବିଶେଷ କରି ସ୍ୱାସ୍ଥ୍ୟ ପରିମଳ ବ୍ୟବସ୍ଥା, ରାସ୍ତା ଘାଟ, ବିଦ୍ୟୁତ ସମସ୍ୟା, ଶାନ୍ତି ଶୃଙ୍ଖଳା, ପାନୀୟ ଜଳ ଯୋଗାଣ ଓ ରେଳ ଚଳା ଚଳ ଉପରେ ଏହି ବୈଠକରେ ଆଲୋଚନା କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି