Masthead

ତଳିଆ ଅଞ୍ଚଳରୁ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ମାଡ଼ିଆସୁଛି ବାତ୍ୟା । ଆସନ୍ତା ୧୨ଘଣ୍ଟା ମଧ୍ୟରେ ସିଭିଅର ସାଇକ୍ଲୋନିକ ଷ୍ଟର୍ମର ରୂପ ନେବ । ଆସନ୍ତା କାଲି ମଧ୍ୟାହ୍ନରେ ଧାମରା-ଚାନ୍ଦବାଲି ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ତେବେ ଏହାର ମୁକାବିଲା ପାଇଁ ପ୍ରଶାସନିକ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି । ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି । କଚ୍ଚା ଘରେ ରହୁଥିବା ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି ।

କେନ୍ଦ୍ରାପଡ଼ାରେ ସ୍ଥାନାନ୍ତର ପ୍ରକ୍ରିୟା ଜାରି ରହିଛି । ସକାଳ ସୁଦ୍ଧା ୭ହଜାର ୭୫୪ଜଣଙ୍କୁ ସ୍ଥାନାନ୍ତର କରାଯାଇଛି । ୪୯୪ଜଣଙ୍କୁ ଆସନ୍ନ ପ୍ରସବା ସ୍ଥାନାନ୍ତର କରାଯାଇଛି । ସେହିପରି ମହାକାଳପଡ଼ାରେ ୪୪୩୫, ରାଜନଗର ୧୧୭୭ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ତେବେ ବାତ୍ୟା ଲ୍ୟାଣ୍ଡଫଲ ସମୟ ଯେତେ ପାଖେଇ ଆସୁଛି । ଏହାର ପ୍ରକୋପ ମଧ୍ୟ ବଢ଼ିବାରେ ଲାଗିଛି । ବର୍ଷା ଓ ପବନର ମାତ୍ରା ମଧ୍ୟ ବଢ଼ିବାରେ ଲାଗିଛି । ବିଭିନ୍ନ ସ୍ଥାନରେ ଘର ନଡ଼ା ଛପର ମଧ୍ୟ ଉଡ଼ିଯାଇଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା