Masthead

ସେପ୍ଟେମ୍ବର ୧୯ତାରିଖରୁ ଖେଳାଯିବ ଆଇପିଏଲର ବଳକା ମ୍ୟାଚ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କ୍ରୀଡ଼ାପ୍ରେମୀଙ୍କ ପାଇଁ ଖୁସି ଖବର । ସେପ୍ଟେମ୍ବର ୧୯ ତାରିଖରୁ ଖେଳାଯିବ ଆଇପିଏଲ ସିଜିନ-୧୪ର ବଳକା ମ୍ୟାଚ । ଅକ୍ଟୋବର ୧୫ ତାରିଖରେ ଖେଳାଯିବ ଆଇପିଏଲର ଫାଇନାଲ ମ୍ୟାଚ । ବିଭିନ୍ନ ଟିମର ଖେଳାଳୀ ଓ କୋଚ କରୋନାରେ ସଂକ୍ରମିତ ହେବା କାରଣରୁ ଆଇପିଏଲ ୨୦୨୧କୁ ଅଧାରୁ ସ୍ଥଗିତ କରାଯାଇଥିଲା । ଯାହାକି ପୁଣି ଥରେ ଆରମ୍ଭ ହେବାକୁ ଯାଉଛି । ୟୁଏଇରେ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ୍ ଖେଳାଯିବ । ଏନେଇ ବିସିସିଆଇ ସୂଚନା ଦେଇଛି ।

ତେବେ ଚଳିତ ସିଜିନରେ ମୋଟ୍ ୫୮ଟି ମ୍ୟାଚ୍ ଖେଳାଯାଇଥିବା ବେଳେ ଆଉ ୩୧ଟି ମ୍ୟାଚ୍ ବାକି ରହିଛି। ଯେଉଁଥିରେ ୧୨ ଅଙ୍କ ସହ ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି ଦିଲ୍ଲୀ କ୍ୟାପିଟାଲ୍ସ । ସେହିପରି ଦ୍ୱିତୀୟରେ ଚେନ୍ନାଇ ସୁପରକିଙ୍ଗସ, ତୃତୀୟରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର, ଚତୁର୍ଥରେ ମୁମ୍ବାଇ ଇଣ୍ଡିଆନ୍ସ, ପଞ୍ଚମରେ ରାଜସ୍ଥାନ ରୟାଲ୍ସ, ଷଷ୍ଠ ସ୍ଥାନରେ ପଞ୍ଜାବ କିଙ୍ଗସ, ସପ୍ତମରେ କୋଲକାତା ନାଇଟ୍ ରାଇଡର୍ସ ଏବଂ ଶେଷରେ ରହିଛି ସନ ରାଇଜର୍ସ ହାଇଦ୍ରାବାଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି