Masthead

ଯୁବ ବିଜେଡି ଦଳର ପୁର୍ନଗଠନ

ସୁକିନ୍ଦା(ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନ ମଣ୍ଡଳିର ସୁକିନ୍ଦା ବ୍ଲକ ବିଜେଡି ଦଳର ପୁର୍ନଗଠନ କରିଛନ୍ତି ସୁକିନ୍ଦା ବିଧାୟକ । ସୁକିନ୍ଦା ବ୍ଲକ ଟସର ଫାର୍ମ ମଧ୍ୟରେ ଏକ ଦଳୀୟ ସଭାରେ ବିଧାୟକ ଏହା ଘୋଷଣା କରିଛନ୍ତି । ସୁକିନ୍ଦା ବ୍ଲକର ସଭାପତି ଭାବେ ସୁଜିତ ରାଉତଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇ ୨୫ଟି ପଂଚାୟତର ୫୮ଜଣଙ୍କୁ ପଂଚାୟତ ସ୍ତରରେ ପଦପଦବୀ ଦିଆଯାଇଛି । ଏହି ଅବସରରେ ବିଧାୟକ ପ୍ରୀତିରଞ୍ଜନ ଘଡାଇ ସମସ୍ତ ନୂତନ ନିର୍ବାଚନ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ସେ କହିଛନ୍ତି ଯେ ଯୁବକମାନେ ପଂଚାୟତ ସ୍ତରରେ ଲୋକଙ୍କ ନିକଟରେ ସରକାରଙ୍କ ଲୋକାଭିମୁଖ ଯୋଜନା କିଭଳି ପଂହଁଚିବ ସେଥିପାଇଁ କାର୍ଯ୍ୟ କରିବା ଆବଶ୍ୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ