Masthead

ସରିଲା ମରାମତି, ଗଡ଼ିଲା ଟ୍ରେନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସରିଲା ମରାମତି, ଗଡ଼ିଲା ଟ୍ରେନ୍‌ । ପରୀକ୍ଷାମୂଳକ ଭାବେ ଅପ ଓ ଡାଉନ ଲାଇନରେ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି । ଦୀର୍ଘ ୫୧ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ବାହାନଗା ଷ୍ଟେସନରେ ଗଡ଼ିଛି ଟ୍ରେନ୍‌। ଉଭୟ ଟ୍ରାକ୍‌ରେ ରବିବାର ରାତିରେ ମାଲବାହୀ ଟ୍ରେନ୍‌ ଚଳାଚଳ କରିଥିବା ବେଳେ କିଛି ପାସେଞ୍ଜର ଟ୍ରେନ ମଧ୍ୟ ଚଳାଚଳ କରିଛି । ଆଜି ସେହି ଟ୍ରାକ ଦେଇ ଚଳଚଳ କରିଛି କରମଣ୍ଡଳ ଏକ୍ସପ୍ରେସ ।

୩ ଦିନ ପରେ ପୁଣି ଗନ୍ତବ୍ୟ ପଥରେ ଆଗେଇଛି ଟ୍ରେନ । ହାୱଡ଼ାରୁ ଚେନ୍ନାଇ ଅଭିମୁଖେ ବାହାରିଲା କରମଣ୍ଡଳ । ଯୁଦ୍ଧକାଳୀନ ଭିତ୍ତିରେ ଟ୍ରାକ୍‌ ମରାମତି ସାରିଥିବାରୁ ରେଳବାଇ କର୍ମଚାରୀ ଓ ଶ୍ରମିକମାନଙ୍କୁ ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଧନ୍ୟବାଦ ଜଣାଇଛନ୍ତି। ସମସ୍ତଙ୍କ କଠିନ ପରିଶ୍ରମ ଯୋଗୁ ଏହା ସଫଳ ହୋଇପାରିଲା ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ