Masthead

ସରିଲା ମରାମତି, ଗଡ଼ିଲା ଟ୍ରେନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସରିଲା ମରାମତି, ଗଡ଼ିଲା ଟ୍ରେନ୍‌ । ପରୀକ୍ଷାମୂଳକ ଭାବେ ଅପ ଓ ଡାଉନ ଲାଇନରେ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି । ଦୀର୍ଘ ୫୧ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ବାହାନଗା ଷ୍ଟେସନରେ ଗଡ଼ିଛି ଟ୍ରେନ୍‌। ଉଭୟ ଟ୍ରାକ୍‌ରେ ରବିବାର ରାତିରେ ମାଲବାହୀ ଟ୍ରେନ୍‌ ଚଳାଚଳ କରିଥିବା ବେଳେ କିଛି ପାସେଞ୍ଜର ଟ୍ରେନ ମଧ୍ୟ ଚଳାଚଳ କରିଛି । ଆଜି ସେହି ଟ୍ରାକ ଦେଇ ଚଳଚଳ କରିଛି କରମଣ୍ଡଳ ଏକ୍ସପ୍ରେସ ।

୩ ଦିନ ପରେ ପୁଣି ଗନ୍ତବ୍ୟ ପଥରେ ଆଗେଇଛି ଟ୍ରେନ । ହାୱଡ଼ାରୁ ଚେନ୍ନାଇ ଅଭିମୁଖେ ବାହାରିଲା କରମଣ୍ଡଳ । ଯୁଦ୍ଧକାଳୀନ ଭିତ୍ତିରେ ଟ୍ରାକ୍‌ ମରାମତି ସାରିଥିବାରୁ ରେଳବାଇ କର୍ମଚାରୀ ଓ ଶ୍ରମିକମାନଙ୍କୁ ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଧନ୍ୟବାଦ ଜଣାଇଛନ୍ତି। ସମସ୍ତଙ୍କ କଠିନ ପରିଶ୍ରମ ଯୋଗୁ ଏହା ସଫଳ ହୋଇପାରିଲା ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ