Masthead

ଅପରିବର୍ତ୍ତିତ ରହିଲା ରେପୋ ରେଟ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଅପରବର୍ତ୍ତିତ ରହିଲା ରେପୋ ରେଟ୍ । ପ୍ରେସମିଟ କରି ସୂଚନା ଦେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ସୁଧ ହାର ୬.୫ ପ୍ରତିଶତ ରହିଛି । ରେପୋ ରେଟ ଅପରିବର୍ତିତ ରହିଥିବାରୁ ସାଧାରଣ ଲୋକଙ୍କ ଆସ୍ୱସ୍ତି ମିଳିଛି । ତେବେ ୨୦୨୪ ଆର୍ଥିକ ବର୍ଷରେ ମୁଦ୍ରାସ୍ଫୀତି ୪ ପ୍ରତିଶତ ଉପରେ ରହିବାର ସମ୍ଭବନା ରହିଛି । ତେଣୁ ଏହା ଉପରେ ନଜର ରଖାଯାଇଥିବା ଆରବିଆଇ ଗଭର୍ଣ୍ଣର କହିଛନ୍ତି ।

ଚଳିତ ଆର୍ଥିକ ବର୍ଷରେ ଜିଡିପି ଅଭିବୃଦ୍ଧି ୬ ଦଶମିକ ୫ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି । ଚଳିତ ଆର୍ଥିକ ବର୍ଷରେ ପ୍ରଥମ କ୍ୱାଟର ତଥା ପ୍ରଥମ ତିନିମାସରେ ଜିଡିପି ୮ ପ୍ରତିଶତ, ଦ୍ୱତୀୟ କ୍ୱାଟରରେ ୬ ଦଶମିକ ୫ ପ୍ରତିଶତ, ତୃତୀୟ କ୍ୱାଟରରେ ୬ ପ୍ରତିଶତ ଏବଂ ଚତୁର୍ଥ କ୍ୱାଟରରେ ୫ ଦଶମିକ ୭ ପ୍ରତିଶତ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି