Masthead

ପ୍ରକାଶ ପାଇଲା ଜେଇଇ ମେନ ରେଜଲ୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜେଇଇ ମେନ ୨୦୨୧ ରେଜଲ୍ଟ ପ୍ରକାଶିତ । ୪୪ ପରୀକ୍ଷାର୍ଥୀଙ୍କୁ ୧୦୦% ମାର୍କ । ପ୍ରଥମ ରାଙ୍କ ମିଳିତ ଭାବେ ସ୍ଥାନ ପାଇଲେ ୧୮ ପରୀକ୍ଷାର୍ଥୀ । ୪ଟି ପର୍ଯ୍ୟାୟରେ ହୋଇଥିବା ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶିତ ପ୍ରକାଶ ପାଇଛି । ନାସନାଲ ଟେଷ୍ଟିଂ ଏଜେନ୍ସି ଦ୍ୱାରା ପରିଚାଳିତ ପରୀକ୍ଷାରେ ଏଥର ସର୍ବଭାରତୀୟ ସ୍ତରରେ ପ୍ରଥମ ରାଙ୍କରେ ୧୮ ଜଣ ଛାତ୍ରଛାତ୍ରୀ ରହିଛନ୍ତି । ୪୪ ଜଣ ଛାତ୍ରଛାତ୍ରୀ ଶତପ୍ରତିଶତ ମାର୍କ ଆଣିଛନ୍ତି।

ସର୍ବଭାରତୀୟ ସ୍ତରରେ ସିଧାସଳଖ ଇଞ୍ଜିନିୟରିଂ ପାଠକ୍ରମରେ ଛାତ୍ରଛାତ୍ରୀ ଆଡମିଶନ୍ ଏହାଦ୍ୱାରା କରିପାରିବେ। ଗତ ମାସ ୨୬, ୨୭, ୩୧ ଏବଂ ସେପ୍ଟେମ୍ବର ୧ ଓ ୨ ତାରିଖରେ ସାରା ଦେଶରେ ଅନୁଷ୍ଠିତ ହୋଇଥିଲା ଏହି ପରୀକ୍ଷା। ଦେଶର ପ୍ରାୟ ୭ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେଥିରୁ ରାଜ୍ୟର ପ୍ରାୟ ଲକ୍ଷେ ଛାତ୍ରଛାତ୍ରୀ ଅଛନ୍ତି। ଚଳିତବର୍ଷ ୪ଟି ପର୍ୟ୍ୟାୟରେ ଜେଇଇ ମେନ୍ ଅନୁଷ୍ଠିତ ହୋଇଥିଲା। ୪ଟି ପରୀକ୍ଷାରୁ ଛାତ୍ରଛାତ୍ରୀଙ୍କ ସର୍ବଶ୍ରେଷ୍ଠ ପ୍ରଦର୍ଶନକୁ ଗ୍ରହଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର