Masthead

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ।  ମଧ୍ୟାହ୍ନ ସାଢ଼େ ୧୨ଟାରେ ପରୀକ୍ଷା  ଫଳ ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରେ ଓ ଅପରାହ୍ନ ୩ଟାରୁ ଛାତ୍ରଛାତ୍ରୀମାନେ  ୱେବ୍‌ସାଇଟ୍‌ରେ ନିଜର ପରୀକ୍ଷା  ଫଳ ଦେଖିପାରିବେ । ସିଏଚ୍‌ଏସ୍‌ଇ  ପକ୍ଷରୁ କୁହାଯାଇଛି, ବୁଧବାର କଳା,  ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର  ଫଳ ପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ  ନିଜର ପରୀକ୍ଷା ଫଳ ୱେବ୍‌ସାଇଟ୍‌  www.results.odisha. gov.inwww.results. digilocker.gov.inରେ  ଦେଖିପାରିବେ । ପରୀକ୍ଷା ଫଳ ଲୋକାର୍ପଣ କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ  ସମେତ ସଚିବ ଏନ୍‌ ତିରୁମାଲା ନାଏକ, ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ ମୃଣାଳକାନ୍ତି  ଦାସ, ସଚିବ ଶୁଭ୍ରାବାଳା ପରିଡ଼ା ଓ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା  ପ୍ରମୁଖ ଉପସ୍ଥିତ ରହିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ