Masthead

ଷଡଯନ୍ତ୍ରର ଖୁଲାସା ହିଁ ଦିବଙ୍ଗତ ନବ ଦାସଙ୍କ ପ୍ରତି ଶେଷ୍ଠ ଶ୍ରଦ୍ଧାଞ୍ଜଳି ହେବ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ହତ୍ୟାର କାରଣ ଏବଂ ଅସଲ ଷଡଯନ୍ତ୍ରର ଖୁଲାସା ହିଁ ଦିବଙ୍ଗତ ନବ ଦାସଙ୍କ ପ୍ରତି ଶେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲ ବିଜେପି କହିଛି । ଝାରସୁଗୁଡ଼ା ଜିଲ୍ଲା ବିଜେପି କାର୍ଯ୍ୟାଳୟ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଦଳର ନେତାମାନେ କିଛି ପ୍ରଶ୍ନ ପଚାରିଛନ୍ତି । ଦିବଙ୍ଗତ ନବ ଦାସଙ୍କ ଅବର୍ତମାନରେ ତାଙ୍କ ପରିବାରର ମୁରବୀ ସାଜିଥିବା ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ସରକାର ସ୍ୱର୍ଗତ ନବ ଦାସ ଓ ତାଙ୍କ ପରିବାରକୁ କେବେ ନ୍ୟାୟ ଦେବେ ? କେବଳ ଅନୁକଂପା ଓ ସହାନୁଭୁତି ଆଧାରରେ ଭୋଟ ହାତେଇବା କାର୍ଯ୍ୟରେ ଲାଗି ପଡିଛନ୍ତି ମୁଖ୍ୟମନ୍ତ୍ରୀ ।

ବିଜେଡି ଟିକେଟ ମିଳିବା ପରେ ସ୍ୱର୍ଗତଃ ନବ ବାବୁଙ୍କ ଝିଅ ନ୍ୟାୟ ପାଇଁ ଲଢେଇ କରିବେ ନା ନୀରବ ହୋଇ ରହିବେ ? ନବ ବାବୁଙ୍କ ପରିବାର ସଦସ୍ୟ ଏବଂ ବର୍ତମାନର ସେମାନଙ୍କ ମୁରବୀ ମୁଖ୍ୟମନ୍ତ୍ରୀ ଯଥାଶୀଘ୍ର ହତ୍ୟାକାଣ୍ଡର ତଦନ୍ତ ଭାର ସିବିଆଇକୁ ପ୍ରଦାନ କରନ୍ତୁ । ଓଡିଶାରେ ‘ମର୍ଡର ଆଣ୍ଡ ଦି ଫାର୍ଷ୍ଟ ଫ୍ୟାମିଲି’ର ଅନୁରୁପ ଘଟଣାର ପୁନରାବୃତି ଘଟିବାର ସାଧାରଣ ଲୋକେ ଅନୁଭବ କରୁଛନ୍ତି ବୋଲି ବିଜେପି କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ