Masthead

ଷଡଯନ୍ତ୍ରର ଖୁଲାସା ହିଁ ଦିବଙ୍ଗତ ନବ ଦାସଙ୍କ ପ୍ରତି ଶେଷ୍ଠ ଶ୍ରଦ୍ଧାଞ୍ଜଳି ହେବ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ହତ୍ୟାର କାରଣ ଏବଂ ଅସଲ ଷଡଯନ୍ତ୍ରର ଖୁଲାସା ହିଁ ଦିବଙ୍ଗତ ନବ ଦାସଙ୍କ ପ୍ରତି ଶେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲ ବିଜେପି କହିଛି । ଝାରସୁଗୁଡ଼ା ଜିଲ୍ଲା ବିଜେପି କାର୍ଯ୍ୟାଳୟ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଦଳର ନେତାମାନେ କିଛି ପ୍ରଶ୍ନ ପଚାରିଛନ୍ତି । ଦିବଙ୍ଗତ ନବ ଦାସଙ୍କ ଅବର୍ତମାନରେ ତାଙ୍କ ପରିବାରର ମୁରବୀ ସାଜିଥିବା ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ସରକାର ସ୍ୱର୍ଗତ ନବ ଦାସ ଓ ତାଙ୍କ ପରିବାରକୁ କେବେ ନ୍ୟାୟ ଦେବେ ? କେବଳ ଅନୁକଂପା ଓ ସହାନୁଭୁତି ଆଧାରରେ ଭୋଟ ହାତେଇବା କାର୍ଯ୍ୟରେ ଲାଗି ପଡିଛନ୍ତି ମୁଖ୍ୟମନ୍ତ୍ରୀ ।

ବିଜେଡି ଟିକେଟ ମିଳିବା ପରେ ସ୍ୱର୍ଗତଃ ନବ ବାବୁଙ୍କ ଝିଅ ନ୍ୟାୟ ପାଇଁ ଲଢେଇ କରିବେ ନା ନୀରବ ହୋଇ ରହିବେ ? ନବ ବାବୁଙ୍କ ପରିବାର ସଦସ୍ୟ ଏବଂ ବର୍ତମାନର ସେମାନଙ୍କ ମୁରବୀ ମୁଖ୍ୟମନ୍ତ୍ରୀ ଯଥାଶୀଘ୍ର ହତ୍ୟାକାଣ୍ଡର ତଦନ୍ତ ଭାର ସିବିଆଇକୁ ପ୍ରଦାନ କରନ୍ତୁ । ଓଡିଶାରେ ‘ମର୍ଡର ଆଣ୍ଡ ଦି ଫାର୍ଷ୍ଟ ଫ୍ୟାମିଲି’ର ଅନୁରୁପ ଘଟଣାର ପୁନରାବୃତି ଘଟିବାର ସାଧାରଣ ଲୋକେ ଅନୁଭବ କରୁଛନ୍ତି ବୋଲି ବିଜେପି କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା