Masthead

ଓଲଟିଗଲା ପ୍ରଶ୍ନପତ୍ର ହେଲା ବିଶୃଙ୍ଖଳା

କଟକ (ବଡ଼ ଖବର ବ୍ୟୁରୋ): କଟକ ବୋର୍ଡ ସ୍କୁଲରେ ରେଗୁଲାର ଛାତ୍ରଙ୍କୁ ଏକ୍ସରେଗୁଲାର ପ୍ରଶ୍ନପତ୍ର ଏବଂ ଏକ୍ସରେଗୁଲାର ପିଲାଙ୍କୁ ରେଗୁଲାର ପ୍ରଶ୍ନପତ୍ର ଦେବା ନେଇ ବିଶୃଙ୍ଖଳା ଦେଖାଦେଇଥିବା ସୂଚନା ମିଳିଛି। ଏଠାରେ ରେଗୁଲାର ପିଲାଙ୍କୁ ଦିଆଯାଇଥିଲା ୨୦୧୪ର ଏକ୍ସରେଗୁଲାର ପ୍ରଶ୍ନପତ୍ର । ପରେ ସେମାନଙ୍କୁ ନୂଆ ପ୍ରଶ୍ନପତ୍ର ଦିଆଯାଇଥିଲା। ପରୀକ୍ଷାରେ ହୋଇଥିବା ଏହି ତ୍ରୁଟିକୁ ସ୍ୱୀକାର କରିଛନ୍ତି କଟକ ବୋର୍ଡ ହାଇସ୍କୁଲ୍ କର୍ତ୍ତୃପକ୍ଷ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ କହିଛନ୍ତି, ଭୁଲରେ ୨୦ ଜଣ ପିଲାଙ୍କୁ ଭୁଲ୍ ପ୍ରଶ୍ନପତ୍ର ଦିଆଯାଇଥିଲା। କିନ୍ତୁ ଆମେ ସଙ୍ଗେ ସଙ୍ଗେ ତ୍ରୁଟି ସୁଧାରି ଦେଇଥିଲୁ। ଏଥିରେ ପିଲାମାନଙ୍କର କିଛି ଅସୁବିଧା ହୋଇନାହିଁ। ଜୁଲାଇ ୩୦ ତାରିଖରୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା ଆରମ୍ଭ ହୋଇଛି। ୧୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ୫୦୪ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି। ଏମାନେ ସମସ୍ତେ ପୂର୍ବରୁ ପ୍ରକାଶିତ ପରୀକ୍ଷା ଫଳରେ ଅସନ୍ତୋଷ ପ୍ରକାଶ କରି ପରୀକ୍ଷା ଦେଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ