Masthead

ଆରଆଇ ପରୀକ୍ଷାର୍ଥୀ ହଟହଟା

ଟିଟିଲାଗଡ଼(ବଡ଼ ଖବର ବ୍ୟୁରୋ): ଆରଆଇ ପରୀକ୍ଷାର୍ଥୀ ହଟହଟା । ଟିଟିଲାଗଡ଼ରେ ପରୀକ୍ଷାକେନ୍ଦ୍ର ନକରି ପ୍ରଶାସନ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡରେ ପରୀକ୍ଷାକେନ୍ଦ୍ରର ନାମ ଟିଟିଲାଗଡ଼ ସରକାରୀ ମହିଳା ମହାବିଦ୍ୟାଳୟ ଉଲ୍ଲେଖ କରିଥିଲା । ନିର୍ଦ୍ଧାରିତ ସମୟରେ ଟିଟିଲାଗଡ଼ ସରକାରୀ ମହାବିଦ୍ୟାଳୟରେ ପରୀକ୍ଷାର୍ଥୀମାନେ ପହଞ୍ଚିଥିଲେ । ମାତ୍ର ସେଠାରେ ପରୀକ୍ଷାକେନ୍ଦ୍ର ହୋଇନଥିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା । ଉପଜିଲ୍ଲାପାଳ ଓ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ପରୀକ୍ଷାର୍ଥୀଙ୍କୁ ବୁଝାସୁଝା କରିବା ପରେ ଏକ ବସରେ ବଲାଙ୍ଗୀର ପଠାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ 🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ