Masthead

ଆରଆଇ ପରୀକ୍ଷାର୍ଥୀ ହଟହଟା

ଟିଟିଲାଗଡ଼(ବଡ଼ ଖବର ବ୍ୟୁରୋ): ଆରଆଇ ପରୀକ୍ଷାର୍ଥୀ ହଟହଟା । ଟିଟିଲାଗଡ଼ରେ ପରୀକ୍ଷାକେନ୍ଦ୍ର ନକରି ପ୍ରଶାସନ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡରେ ପରୀକ୍ଷାକେନ୍ଦ୍ରର ନାମ ଟିଟିଲାଗଡ଼ ସରକାରୀ ମହିଳା ମହାବିଦ୍ୟାଳୟ ଉଲ୍ଲେଖ କରିଥିଲା । ନିର୍ଦ୍ଧାରିତ ସମୟରେ ଟିଟିଲାଗଡ଼ ସରକାରୀ ମହାବିଦ୍ୟାଳୟରେ ପରୀକ୍ଷାର୍ଥୀମାନେ ପହଞ୍ଚିଥିଲେ । ମାତ୍ର ସେଠାରେ ପରୀକ୍ଷାକେନ୍ଦ୍ର ହୋଇନଥିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା । ଉପଜିଲ୍ଲାପାଳ ଓ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ପରୀକ୍ଷାର୍ଥୀଙ୍କୁ ବୁଝାସୁଝା କରିବା ପରେ ଏକ ବସରେ ବଲାଙ୍ଗୀର ପଠାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼