Masthead

ଧାନ ଜମି ଫାଟି ଆଁ, ଚିନ୍ତାରେ ଚାଷୀ

କଣାସ (ବଡ଼ ଖବର ବ୍ୟୁରୋ): ପାଣି ନପାଇ ଧାନ ଜମି ଫାଟି ଆଁ । ଜଳିଗଲା ହଜାର ହଜାର ହେକ୍ଟର ଧାନ ଚାଷ । ଚାଷୀ ମୁଣ୍ଡରେ ଚଡ଼କ । ଚିନ୍ତାରେ ଚାଷୀ କୂଳ । ଚିନ୍ତା ବଢ଼ାଇଛି ରାଜ୍ୟ ସରକାର ଙ୍କ ଜଳସମ୍ପଦ ବିଭାଗ ର ନୀରବତା । ପୂର୍ବରୁ ବନ୍ୟା ଜଳ ଧୋଇନେଇଥିଲା ଧାନ ଚାଷ । ଏବେ ଜଳବୁନ୍ଦାଏ ପାଇଁ ଧାନ ଗଛ ଜଳି ଜମି ଫାଟି ଆଁ କଲାଣି । ଜମି ଉପରେ ବସି ମୁଣ୍ଡରେ ହାତଦେଇ ଭାବୁଛି ଚାଷୀ । କଣାସ ହେଉଛି ବନ୍ୟା ପ୍ଲାବିତ ଅଞ୍ଚଳ । ବନ୍ୟା ସମୟରେ ହୋଇଥିବା କ୍ଷୟକ୍ଷତିର ସହାୟତା ମିଳିନଥିବା ବେଳେ ଏବେ ଆଉ ଏକ ସମସ୍ୟା ଦେଖାଦେଇଛି । ତେବେ ସରକାରଙ୍କ ପକ୍ଷରୁ ସହାୟତା ନମିଳିଲେ ଚାଷୀ ଆତ୍ମହତ୍ୟା କରିବେ ବୋଲି ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ