Masthead

ରାସ୍ତା ପାଲଟିଛି ମରଣ ଯନ୍ତା

କୋଇଡା(ବଡ଼ ଖବର ବ୍ୟୁରୋ) : ରାସ୍ତା ପାଲଟିଛି ମରଣ ଯନ୍ତା। ସୁନ୍ଦରଗଡ଼ ଜିଲ୍ଲା କୋଇଡା ରୁ ଟେନସା ବାଟ ଦେଇ କଲେଇପୋଷକୁ ସଂଯୋଗ କରୁଥିବା  ୪୫ କିମି ରାସ୍ତା ଏବେ ମରଣ ଯନ୍ତା ପାଲଟିଛି। ଟେନସା – ବରସୁଆଁ ଘାଟି ରାସ୍ତାର ଅବସ୍ଥା ମଧ୍ୟ ନ କହିଲେ ଭଲ। ସରକାର ଏହି ରାସ୍ତା ଯୋଗୁ ବର୍ଷକୁ ଶହ ଶହ କୋଟି ଟଙ୍କାର ରାଜସ୍ଵ ଆଦାୟ କରୁଛନ୍ତି। ତେବେ ଟେନସା – ବରସୁଆଁ ଘାଟି ରାସ୍ତା ୧୦ କି.ମି ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଥିଲେ ହେଁ କାହାର ନଜର ନାହିଁ । ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଉକ୍ତ ରାସ୍ତାଟିର ଟେଣ୍ଡର ନିଆଯାଇ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲେ ହେଁ ଏହା କଚ୍ଛପ ଗତିରେ ଚାଲିଛି। ତେବେ କେବେ ଏହାର କାର୍ଯ୍ୟ ଶେଷ ହେବ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି।

ଏହି ରାସ୍ତା ଦେଇ ପ୍ରତ୍ୟେକ ଦିନ ହଜାର ହଜାର ଲୁହା ପଥର ଗାଡ଼ି ଚଳ ପ୍ରଚଳ କରୁଛି। ରାସ୍ତା ଏତେ ଶୋଚନୀୟ ଯେ ସାଇକେଲ, ମୋଟର ସାଇକେଲ ନେଇ ଯିବା ଅସମ୍ଭବ ହୋଇ ପଡ଼ୁଛି। ରୋଗୀଙ୍କୁ ଡାକ୍ତଖାନା ନେବା ଆଣିବାରେ ବହୁ ଅସୁବିଧା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ