Masthead

ଦୁଇ ଭାଇଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ବୋଲଗଡ଼  (ବଡ଼ ଖବର ବ୍ୟୁରୋ):  ଦୁଇ ଭାଇଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ । ସାନ ଭାଇର ମୃତ୍ୟୁ ହୋଇଥିବା ବେଳେ ବଡ ଭାଇ ଗୁରୁତର ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ରେ । ମୃତକ ହେଲେ ପଞ୍ଚୁ ରାଉତଙ୍କ ବିକ୍ରମ ରାଉତ ଓ ବିପିନ ରାଉତ । ପାରିବାରିକ କଳହକୁ ନେଇ ହତ୍ୟା ହୋଇଥିବା ଚର୍ଚ୍ଚା ହେଉଛି । ଖବରପାଇ ବାଙ୍କୋଇ ଫାଣ୍ଡି ପୁଲିସ ପହଂଚି ପ୍ରଥମେ ବିପିନଙ୍କୁ ଉଦ୍ଧାର କରିଥିଲେ । ଘଟଣାସ୍ଥଳରେ ବିପିନଙ୍କ ମୃତୁ୍ୟ ହୋଇଥିଲା । ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ